Browsing Tag

weather

ରାଜ୍ୟରେ ବିଭିନ୍ନ ଅଞ୍ଚଳରେ କୋହଲା ପାଗ ଜାରି, ୪୮ଘଣ୍ଟା ପରେ ବଢିବ ଶୀତର ପ୍ରକୋପ

ଭୁବନେଶ୍ବର(କେନ୍ଯୁଜ୍): ୪୮ଘଣ୍ଟା ପରେ ବଢିବ ଶୀତର ପ୍ରକୋପ। ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ଥିବା ଆ଼ଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ରାଜ୍ୟରେ ବିଭିନ୍ନ ଅଞ୍ଚଳରେ…

ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେବ ନାହିଁ: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର(କେନ୍ଯୁଜ୍) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଥିବା ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତର ରୂପ ନେଇଛି ଏବଂ ଏହା ଏବେ ତାମିଲନାଡ଼ୁ ତଟବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି। ଏହା ଧୀ‌ରେ ଧୀରେ…

ଲଘୁଚାପ ପ୍ରଭାବରେ କମିଛି ଶୀତ, ଉପାନ୍ତରୁ ଉପକୂଳ ଘନ କୁହୁଡ଼ିରେ ଭର୍ତ୍ତି

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ ଆଣ୍ଡାମାନ ସାଗର ଉପକୂଳରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିିମି ପର୍ଯ୍ୟନ୍ତ ବ୍ୟାପିଛି। ଆଗାମୀ ୨୪ ଘଣ୍ଟାରେ ଲଘୁଚାପର ଗତିପଥ ପଶ୍ଚିମ-ଉତ୍ତରପଶ୍ଚିମ…

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଓ ୧୭ ପୁଣି କାଚିବ

ଭୁବନେଶ୍ବର(କେନ୍ଯୁଜ୍): ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ବଳୟ ଶୁକ୍ରବାର ଦିନ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଏବେ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହି ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ…

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ, ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହାରେ…

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।…

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରଭାବରେ ରାଜ୍ୟରେ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡ଼ିଶା ଉପରେ ଏହି ଲଘୁଚାପର କୌଣସି ପ୍ରଭାବ ପଡ଼ିବ ନାହିଁ । ତେବେ ଏକ ଟ୍ରପ ଲାଇନ ଶ୍ରୀଲଙ୍କା ଉପକୂଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ…

ପିଛା ଛାଡୁନି ଲଘୁଚାପ: ଆସନ୍ତା ୨୮, ୨୯ ଓ ୩୦ ରାଜ୍ୟର ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏହାର…

ବଙ୍ଗୋପସାରରେ ସକ୍ରିୟ ଲଘୁଚାପ: ଆଜିଠୁ ବଢ଼ିବ ବର୍ଷା ପରିମାଣ, ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି । ଆଜିଠୁ ବଢ଼ିବ ବର୍ଷା ପରିମାଣ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ୟେଲୋ…

ଦକ୍ଷିଣ ଚୀନ ସାଗରରେ ୨୪ ଘଣ୍ଟାରେ ବାତ୍ୟା ! ଭିଏତନାମ, ଥାଇଲାଣ୍ଡ, ମିଆଁମାର ଅତିକ୍ରମ କରି ବଙ୍ଗୋପସାଗରରେ କରିବ…

କେନ୍ଯୁଜ୍: ଦକ୍ଷିଣ ଚୀନ ସାଗରରେ ୨୪ ଘଣ୍ଟାରେ ଏକ ବାତ୍ୟା ସୃଷ୍ଟି ହେବ । ଏହା ଭିଏତନାମ, ଥାଇଲାଣ୍ଡ, ମିଆଁମାର ଅତିକ୍ରମ କରିବ ଓ ବଙ୍ଗୋପସାଗରରେ ପ୍ରବେଶ କରିବ । ଏଭଳି ପୂର୍ବାନୁମାନ କରିଛି ଅର୍ନ୍ତଜାତୀୟ ପାଣିପାଗ ସଂସ୍ଥା ସ୍କାଏମେଟ୍‌ । ‘ଗୁଲାବ’ର ଅବଶିଷ୍ଟାଂଶ ଯେମିତି ଆରବ ସାଗରରେ…

ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହେଲା ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ, ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା କରାଇବ । ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହାଦ୍ୱାରା ବୁଢ଼ାବଳଙ୍ଗ ଓ…

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିଛି ବର୍ଷା, ଆଜି ୯ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର(କେନ୍ଯୁଜ୍): ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିଛି ବର୍ଷା । ଆଜି ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼…

ଆସୁଛି ଆଉ ଏକ ଲଘୁଚାପ: ପ୍ରଭାବରେ ରାଜ୍ଯର ଅନେକ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୮ ତାରିଖରେ ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୮ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ହୋଇପାରେ । ପରେ ଏହି ଘୂର୍ଣ୍ଣିବଳୟ କ୍ରମଶଃ…