Browsing Tag

weather forcast

୨୪ ଘଣ୍ଟା ଭିତରେ ଓଡ଼ିଶାରେ ଲଘୁଚାପ: ଆସନ୍ତାକାଲି ୧୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ! ୨୬ରୁ ପ୍ରବଳ କାଚିବ

ଭୁବନେଶ୍ବର(କେନ୍ଯୁଜ୍): ମିଆଁମାର ଉପକୂଳରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ। ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଆଜି ସନ୍ଧ୍ୟାରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଓଡ଼ିଶା ଉପକୂଳରେ…

କାଲି ହୋଇପାରେ ବର୍ଷା ଓ ବଜ୍ରପାତ, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ୍‌) : ଆସନ୍ତାକାଲି ସକାଳ ସୁଦ୍ଧା ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ,…