Browsing Tag

WEATHER FORECAST

ଆଜିଠାରୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):   ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିସହ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗ ପର୍ଯ୍ୟନ୍ତ ଏକ ଟ୍ରଫ…

ଆଭ୍ୟନ୍ତରୀଣ ଓଡ଼ିଶାବାସୀ ସତର୍କ ରୁହନ୍ତୁ, ବର୍ଷା, ପବନ ସହ ବଜ୍ରାଘାତ ହେବା ସମ୍ଭାବନା

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆଭ୍ୟନ୍ତରୀଣ ଓଡ଼ିଶାରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ତାର ପ୍ରଭାବରେ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ଓ ପବନ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ନବରଙ୍ଗପୁର,…

ଏଥର ପଡ଼ିବ ଭୟଙ୍କର ଥଣ୍ଡା, ଭାଙ୍ଗିବ ଅନେକ ବର୍ଷର ରେକର୍ଡ ! ଜାଣନ୍ତୁ ଚଳିତବର୍ଷ କ’ଣ ସଙ୍କେତ ଦେଉଛନ୍ତି ଗ୍ରହ,…

ଚଳିତବର୍ଷ ପଡ଼ିବ ଭୟଙ୍କର ଥଣ୍ଡା। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଗ୍ରହମାନଙ୍କର ପରିବର୍ତ୍ତନଶୀଳ ଚଳନ ଏବଂ ସ୍ଥିତି ଏଥର ଅର୍ଥାତ ୨୦୨୦-୨୧ରେ ଭୟଙ୍କର ଥଣ୍ଡା ଆଡ଼କୁ ସଙ୍କେତ କରୁଛି। ଏଥିରୁ ଜ୍ୟୋତିଷମାନେ ଅନୁମାନ କରୁଛନ୍ତି ଯେ ଆସନ୍ତା କିଛିଦିନ ଭିତରେ ହିଁ ଥଣ୍ଡା ଆରମ୍ଭ ହୋଇଯାଇପାରେ। ମେଦିନୀ…

ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା, ଆସନ୍ତାକାଲି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପୁଣି ବର୍ଷା ସମ୍ଭାବନା । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, ରାୟଗଡ଼ା, ଗଜପତି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଏଥିସହ ୧୨ଟି ଜିଲ୍ଲାରେ…

ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷିବ, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ  ମଧ୍ୟରେ ଓଡିଶାର  ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।  ଏଥିପାଇଁ ସମ୍ପୃକ୍ତ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…

ଆସନ୍ତା ୨୪ ଘଣ୍ଟାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ସୃ‌ଷ୍ଟି  ହେଇଥିବା ଲଘୁଚାପ କ୍ଷେତ୍ର ଲୋ ପ୍ରେସରରେ ପରିଣତ ହୋଇଛି। କ୍ରମଶଃ ଏହା ଘୂର୍ଣ୍ଣିବଳୟରେ ରୂପାନ୍ତରିତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି…

ପାଣିପାଗ : ସନ୍ଧ୍ୟାରେ ପ୍ରବଳ ବର୍ଷା, ଅପରାହ୍ନରୁ ସନ୍ଧ୍ୟା ଯାଏ ବଜ୍ରପାତରେ ୫ରୁ ଅଧିକ ମୃତ

ଭୁବନେଶ୍ୱର (କେ ନ୍ୟୁଜ୍‌) : ପ୍ରବଳ ଗୁଳୁଗୁଳି ଓ ଗରମ ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଯାହାଫଳରେ ଗରମରୁ ତ୍ରାହି ମିଳିବା ସହ ତାପମାତ୍ରା ମଧ୍ୟ ହ୍ରାସ ପାଇଛି । ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱରରେ ଘଡ଼ଘଡ଼ ସହ ପ୍ରବଳ ବର୍ଷା ହୋଇଛି । ସେହିପରି ରାଜ୍ୟର…

ଦୁଇଦିନ କାଚିବ ବର୍ଷା, ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଆଜିଠାରୁ କାଚିବ ବର୍ଷା। ୯ ଜିଲ୍ଲାର ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ…

ଆସନ୍ତାକାଲିଠରୁ ୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

କେନ୍ୟୁଜ୍ (ବ୍ୟୁରୋ): ରାଜ୍ୟବାସୀଙ୍କୁ ସତର୍କ କଲା ପାଣିପାଗ ବିଭାଗ । ଆସନ୍ତାକାଲିଠରୁ ୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାର ସୂଚନା ଦେଇଛି ପାଣିପାଗ ବିଭାଗ। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସାଙ୍ଗକୁ ବଜ୍ରପାତ ଓ ପ୍ରବଳ ବର୍ଷା ହେବ ବୋଲି…

ଦୁଇ ଦିନ ପୂର୍ବରୁ ମୌସୁମୀ ଛୁଇଁଲା କେରଳ : ସ୍କାଏମେଟ୍

ନୂଆଦିଲ୍ଲୀ:ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁଛି।  ସ୍କାଏମେଟ ଦ୍ୱାରା ଏନେଇ ସୂଚନା ଦିଆଯାଇଛି | ସ୍କାଏମେଟ କହିଛି ଯେ ଜୁନ୍ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ମୌସୁମୀ ଅବତରଣ କରିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଭାରତରେ ହଠାତ୍ ପହଁଚିଛି । ଚାରିମାସର ବର୍ଷା ଋତୁ ଆରମ୍ଭ…

ଗରମରୁ ମିଳିବ ତ୍ରାହି, ଜୁନ୍ ୫ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ, ସୂଚନା ଦେଲା ପାଣିପାଗ ବିଭାଗ

କେନ୍ୟୁଜ୍ (ବ୍ୟୁରୋ): ତାତିରୁ ମିଳିବ ତ୍ରାହି।  ଜୁନରେ ପହଞ୍ଚିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ।  ଏଭଳି ଆକଳନ  କରିଛି ପାଣିପାଗ ବିଭାଗ   । ଭାରତୀୟ ପାଣିପାଗ ବିଭାଗ କହିଛି ଯେ ବଙ୍ଗୋପସାଗରରେ ସୃଷ୍ଟି ହୋଇ ପଶ୍ଚିମବଙ୍ଗରେ ଲ୍ୟାଣ୍ଡଫଲ୍ କରିଥିବା ‘ଅମ୍ଫାନ’ ବାତ୍ୟା ଯୋଗୁଁ ଏଥର ମୌସୁମୀ…