ରାଜଧାନୀରେ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା, ଏକାସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ !
ଭୁବନେଶ୍ୱର: ସକାଳୁ ସକାଳୁ ବଦଳିଲା ପାଗର ମିଜାଜ୍ । ରାଜଧାନୀରେ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା । ରାଜ୍ୟର ଅନେକ ସ୍ଥାନରେ ଏବେ କାଳବୈଶାଖୀ ବର୍ଷା ଜାରି ରହିଛି । ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ…