Browsing Tag

weather report update

ଆସୁଛି ବଡ଼ ବର୍ଷା: ଆଜିଠୁ ଭିଜିବ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ, ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ଆସୁଛି ବଡ଼ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଉତ୍ତର ଆନ୍ଧ୍ର ଓ…

ସକାଳୁ ଆଂଶିକ ମେଘୁଆ ରହିଛି ପାଗ, ଅପରାହ୍ନରେ ହୋଇପାରେ ହାଲୁକା ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ଗତକାଲି ଶନିବାର ଭୁବନେଶ୍ବର ଓ କଟକର ସର୍ବୋଚ୍ଚ ତାପମାତ୍ରା ଯଥାକ୍ରମେ ୩୫.୭ଡିଗ୍ରି ଓ ୩୫.୬ଡିଗ୍ରି ରେକର୍ଡ ହୋଇଥିଲା। ତେବେ ଆଜି ରାଜଧାନୀ ଓ ଏହାର ସଂଲଗ୍ନ ଅଞ୍ଚଳ ଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରି ମଧ୍ୟରେ ରହିବ…

ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ ଆହୁରି ବଢିବ ଶୀତ, ଗତ ୨୪ ଘଣ୍ଟାରେ ୧୨ଟି ଜିଲ୍ଲାରେ ୧୫ ଡିଗ୍ରୀ ତଳେ ତାପମାତ୍ରା

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପୁଣି ବଢିବ ଶୀତ । ବର୍ଷା ଛାଡିବା ପରେ ଏବେ ରାଜ୍ୟକୁ ପୁଣି ଫେରିଛି ଶୀତ । ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇଛି । ଏଥିପାଇଁ ରାଜ୍ୟର ଅନେକ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି । ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ ଶୀତର…

ଅସହ୍ୟ ଥଣ୍ଡାରେ ଥରୁଛି ଓଡ଼ିଶା, ୨୪ ଘଣ୍ଟାରେ ୧୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ

ଅନୁଗୁଳ: ଅସହ୍ୟ ଥଣ୍ଡାରେ ଥରୁଛି ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ। ସ୍ୱଭାବିକ ତାପମାତ୍ରା ଠାରୁ ଯଥେଷ୍ଟ ତଳକୁ ଖସିଛି ପାରଦ। ଗତ ୨୪ ଘଣ୍ଟାରେ ୧୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ରାତିର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଫୁଲବାଣୀ ଠାରେ ୪ ଡିଗ୍ରି…

ରାଜ୍ୟରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ, ପୁଣି ୨୯ ବେଳକୁ ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି । ସାମୁଦ୍ରିକ ଝଡ଼ ‘ନିଭାର’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ ହେଉଛି। ତେବେ ୧୩ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। ଦାରିଙ୍ଗିବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୫…

ଲେଉଟାଣି ନେଉଛି ମୌସୁମୀ: ଜୁନ ପହିଲାରୁ ଅକ୍ଟୋବର ୨୭ ମଧ୍ୟରେ ୧୩୦୨.୯ ମିମି ବର୍ଷା ରେକର୍ଡ, ୧୮ ଜିଲ୍ଲାରେ ହୋଇଛି…

ଭୁବନେଶ୍ବର: ରାଜ୍ୟରେ ପାଗ ଶୁଖିଲା ଓ ଅନୁକୂଳ ଥିବାରୁ ଲେଉଟାଣି ନେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରୁ ମୌସୁମୀ ବାୟୁ ଅପସରି ଯାଇଥିବା ବେଳେ ଆଜି ଅବଶିଷ୍ଟ ଓଡ଼ିଶା ଓ ଦେଶରୁ ମୌସୁମୀର ଲେଉଟାଣି ନେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ରାଜ୍ୟରେ ପାଗ…