Browsing Tag

weather report

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି…

ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଯାହା ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ…

ପୁଣି ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୧ରୁ ପ୍ରବଳ ବର୍ଷା, ସମସ୍ତ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭…

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର…

ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ଆସୁଛି ଲଘୁଚାପ ଉପରେ ଲଘୁଚାପ। ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ । ତାତିରୁ ମିଳିପାରେ ଆଶ୍ୱସ୍ତି । ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ଗୋଟିଏ ୪ ତାରିଖ ଓ ଅନ୍ୟ ଲଘୁଚାପ ୮ ତାରିଖ ବେଳକୁ ସୃଷ୍ଟି ହେବ । ପ୍ରଥମ ଲଘୁଚାପ ପ୍ରଭାବରେ ଆଜିଠୁ ୬…

ଯାଜପୁର ଜିଲ୍ଲାରେ ଆବଶ୍ୟକ ପରିମାଣଠାରୁ କମ୍‌ ବର୍ଷା ରେକର୍ଡ, ଚିନ୍ତାରେ ଚାଷୀ

ଯାଜପୁର: ଯାଜପୁର ଜିଲ୍ଲାରେ ଆବଶ୍ୟକ ପରିମାଣଠାରୁ କମ୍‌ ବର୍ଷା। ଅଭାବି ବର୍ଷା ଚାଷୀକୂଳକୁ ଚିନ୍ତାରେ ପକାଇଛି। ଆବଶ୍ୟକ ପରିମାଣର ବର୍ଷା ନହେବାରୁ ଚାଷ କାର୍ଯ୍ୟ ଆଗେଇ ପାରୁନାହିଁ। ଫଳରେ ଯାଜପୁର ଜିଲ୍ଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଜୁନ୍‌ ଓ ଜୁଲାଇ ମାସରେ ଆବଶ୍ୟକ ପରିମାଣଠାରୁ…

୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ) : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ, ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ…

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ପ୍ରଭାବରେ ଆଜିଠୁ ୪ ଦିନ ଯାଏ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର…

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ। ଏହାର ପ୍ରଭାବରେ ଗତକାଲି ରାଜ୍ୟରେ ଅନେକ ସ୍ଥାନରେ ସାମାନ୍ଯ ଧରଣର ବର୍ଷା ହୋଇଛି। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଆଜି ଅନେକ ସ୍ଥାନ ପାଇଁ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ପୁଣି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର: ପାଖାପାଖି ସପ୍ତାହେ ବ୍ୟବଧାନରେ ପୁଣି ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା…

ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଟ୍ରଫ୍‌ ଲାଇନ୍, ପ୍ରଭାବରେ ଆସନ୍ତା…

ଭୁବନେଶ୍ବର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା। ଯାହା ଫଳରେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର,…

ପାଣିପାଗ : ଆହୁରି ଦୁଇ ଦିନ ଗରମ ଓ ଗୁଳୁଗୁଳିରୁ ନିସ୍ତାର ନାହିଁ, ୨୭ରୁ ବର୍ଷା

ଭୁବନେଶ୍ୱର (କେ ନ୍ୟୁଜ୍‌) : ଠାକୁରେ ଅଣସର ଘରୁ ବାହାରି ରଥ ଚଢ଼ି ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ସାରିଲେଣି । ହେଲେ କମୁନି ଗୁଳୁଗୁଳି । ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିଲେ ମଧ୍ୟ ଅନ୍ୟ ସବୁ ଜିଲ୍ଲାରେ ଟାଣ ଖରାକୁ ଗୁଳୁଗୁଳି ଓ ଗରମ ନୟାନ୍ତ କରୁଛି । ଏଭଳି ସ୍ଥିତି ଆହୁରି ଦୁଇ ଦିନ ଧରି…