Browsing Tag

weather report

ପୁଣି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଆଜିଠୁ ବର୍ଷା ! ୬ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଆଜିଠୁ ବର୍ଷା ସମ୍ଭାବନା । ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେଥିଲାଗି ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା,…

ଆଜି ଲଘୁଚାପର ତୃତୀୟ ଦିନ ବି ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଲାଗିରହିବ ଏହି…

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ଯରେ ଜାରି ରହିଛି ଲଗାଣ ବର୍ଷା । ଆଜି ତୃତୀୟ ଦିନ ମଧ୍ୟ ବର୍ଷା ହେଉଥିବାର ଦେଖିବାକୁ ମିଳିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।…

ଆସନ୍ତା କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ଜାରି ହେଲା ରେଡ୍‌ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର(କେ ନ୍ୟୁଜ): ୱେଲ ମାର୍କଡ୍‌ ଲୋ-ପ୍ରେସର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ । ଆସନ୍ତା କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ…

ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା, ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲ୍ଲାରେ ବର୍ଷା ରହିଛି । ଆଜିଠାରୁ ଆସନ୍ତାକାଲି ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ଟି ଜିଲ୍ଲାକୁ…

ଆସନ୍ତାକାଲି ସୁଦ୍ଧା ଆସୁଛି ପୁଣି ଏକ ଲଘୁଚାପ ! ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ଓ ୨୫ ତାରିଖରେ ବଢିବ ବର୍ଷା ପରିମାଣ। ୨୪ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ,…

ଅବପାତର ରୂପ ନେଲା ଲଘୁଚାପ, ପ୍ରଭାବରେ ଆସନ୍ତାକାଲି ସକାଳ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ବର: ଅବପାତର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ୨୧ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦…

୧୯ରେ ଆସୁଛି ଆଉ ଏକ ଲଘୁଚାପ, ଲଗାଣ ବର୍ଷାରେ ଅର୍ଦ୍ଧାଧିକ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ବର: ଆସନ୍ତା ୧୯ରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଲଘୁଚାପ ପ୍ରଭାବରେ ହୋଇଥିବା…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି…

ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଯାହା ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ…

ପୁଣି ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୧ରୁ ପ୍ରବଳ ବର୍ଷା, ସମସ୍ତ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭…

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର…

ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ଆସୁଛି ଲଘୁଚାପ ଉପରେ ଲଘୁଚାପ। ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ । ତାତିରୁ ମିଳିପାରେ ଆଶ୍ୱସ୍ତି । ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ଗୋଟିଏ ୪ ତାରିଖ ଓ ଅନ୍ୟ ଲଘୁଚାପ ୮ ତାରିଖ ବେଳକୁ ସୃଷ୍ଟି ହେବ । ପ୍ରଥମ ଲଘୁଚାପ ପ୍ରଭାବରେ ଆଜିଠୁ ୬…