Browsing Tag

weather report

ଓଡ଼ିଶାରେ ପ୍ରଥମ ତୁଷାରପାତ: କୋଇଡା ଓ ଟେନସା ଅଞ୍ଚଳର ବିଭିନ୍ନ ସ୍ଥାନରେ ବରଫ ସ୍ତର, ୪ଡିଗ୍ରୀ ତଳକୁ ଖସିଛି ପାରଦ

ବଣାଇ(କେନ୍ଯୁଜ୍): ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ଜାଡ଼ରେ ଥରୁଛି ସାରା ଓଡ଼ିଶା। ଓଡ଼ିଶାରେ ପ୍ରଥମ ତୁଷାରପାତ । ସୁନ୍ଦରଗଡ ଜିଲ୍ଲା ବଣାଇର କୋଇଡା ଓ ଟେନସା ଅଞ୍ଚଳରେ ତୁଷାରପାତ । ୪ଡିଗ୍ରୀ ତଳକୁ ଖସିଛି ପାରଦ । ବିଭିନ୍ନ ସ୍ଥାନରେ ବରଫ ସ୍ତର ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ…

ଥରୁଛି ସାରା ଓଡ଼ିଶା: ୧୫ ଡିଗ୍ରୀ ତଳେ ୨୨ ସହର, ଦାରିଙ୍ଗିବାଡିରେ ସର୍ବନିମ୍ନ ୬.୫ଡିଗ୍ରୀ ରେକର୍ଡ

ଭୁବନେଶ୍ବର(କେନ୍ଯୁଜ୍): ପ୍ରଚଣ୍ଡ ଜାଡରେ ଥରୁଛି ସାରା ଓଡ଼ିଶା। ଆଗକୁ ଆହୁରି ଥରାଇବ। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ୧୫ ଡିଗ୍ରୀ ତଳେ ରହିଛି ୨୨ ସହର । ସବୁଠି ଖସିଛି ରାତି ତାପମାତ୍ରା । ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ…

ରାଜ୍ୟରେ ଘନ କୁହୁଡି ସହ ପ୍ରବଳ ଶୀତ, ଦାରିଙ୍ଗବାଡିରେ ତାପମାତ୍ରା ୭ ଡିଗ୍ରୀ ତଳେ

ଫୁଲବାଣୀ(କେନ୍ଯୁଜ୍): ରାଜ୍ୟରେ ବଢିଛି ଶୀତ । ୩ରୁ ୪ଦିନ ହେବ କନ୍ଧମାଳ ଜିଲ୍ଲାର ଫୁଲବାଣୀ, ଫିରିଙ୍ଗିଆ, ଚକାପାଦ, ଟିକାବାଲି, ଖଜୁରୀପଡା, ରାଇକିଆ ଓ ଦାରିଙ୍ଗିବାଡିରେ ଘନ କୁହୁଡି ସହ ପ୍ରବଳ ଶୀତ ଅନୁଭୁତ ହେଉଛି । ଫୁଲବାଣୀର ତାପମାତ୍ରା ୧୦ ଡିଗ୍ରୀ ରହୁଥିବା ବେଳେ ଦାରିଙ୍ଗବାଡିର…

ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ ଆହୁରି ବଢିବ ଶୀତ, ଗତ ୨୪ ଘଣ୍ଟାରେ ୧୨ଟି ଜିଲ୍ଲାରେ ୧୫ ଡିଗ୍ରୀ ତଳେ ତାପମାତ୍ରା

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପୁଣି ବଢିବ ଶୀତ । ବର୍ଷା ଛାଡିବା ପରେ ଏବେ ରାଜ୍ୟକୁ ପୁଣି ଫେରିଛି ଶୀତ । ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇଛି । ଏଥିପାଇଁ ରାଜ୍ୟର ଅନେକ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି । ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ ଶୀତର…

ରାଜ୍ୟରେ ବିଭିନ୍ନ ଅଞ୍ଚଳରେ କୋହଲା ପାଗ ଜାରି, ୪୮ଘଣ୍ଟା ପରେ ବଢିବ ଶୀତର ପ୍ରକୋପ

ଭୁବନେଶ୍ବର(କେନ୍ଯୁଜ୍): ୪୮ଘଣ୍ଟା ପରେ ବଢିବ ଶୀତର ପ୍ରକୋପ। ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ଥିବା ଆ଼ଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ରାଜ୍ୟରେ ବିଭିନ୍ନ ଅଞ୍ଚଳରେ…

ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେବ ନାହିଁ: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର(କେନ୍ଯୁଜ୍) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଥିବା ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତର ରୂପ ନେଇଛି ଏବଂ ଏହା ଏବେ ତାମିଲନାଡ଼ୁ ତଟବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି। ଏହା ଧୀ‌ରେ ଧୀରେ…

ଡିସେମ୍ବରରେ ପୁଣି ଲଘୁଚାପ: ପ୍ରଭାବରେ ଦକ୍ଷିଣ ଭାରତ ଓ ଶ୍ରୀଲଙ୍କାରେ ହେବ ପ୍ରବଳ ବର୍ଷା!

କେନ୍ଯୁଜ୍: ଡିସେମ୍ବରରେ ପୁଣି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ଦକ୍ଷିଣ ଭାରତ ଓ ଶ୍ରୀଲଙ୍କାରେ ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି । ଏ ନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌ ସୂଚନା ଦେଇଛନ୍ତି । ଆସନ୍ତା ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ସ୍ଥିତି…

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବି ଜାରି ରହିବ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ଆଜି ବି ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ କୋହଲା ପାଗ ଲାଗି ରହିବ। ବାୟୁମଣ୍ଡଳରେ ଅହେତୁକ ଜଳୀୟବାଷ୍ପର ପରିମାଣ ବୃଦ୍ଧି ପାଇବ। ମେଘୁଆ ପାଗ ଯୋଗୁ ଧାନ ଓ ପନିପରିବା ଜାତୀୟ ଚାଷରେ ରୋଗପୋକ ବୃଦ୍ଧି ହେବାର ସମ୍ଭାବନା ରହିଛି।  ଆଗାମୀ ୩ରୁ ୪ ଦିନ ଯାଏଁ ରାତିର…

ଲଘୁଚାପ ପ୍ରଭାବରେ କମିଛି ଶୀତ, ଉପାନ୍ତରୁ ଉପକୂଳ ଘନ କୁହୁଡ଼ିରେ ଭର୍ତ୍ତି

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ ଆଣ୍ଡାମାନ ସାଗର ଉପକୂଳରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିିମି ପର୍ଯ୍ୟନ୍ତ ବ୍ୟାପିଛି। ଆଗାମୀ ୨୪ ଘଣ୍ଟାରେ ଲଘୁଚାପର ଗତିପଥ ପଶ୍ଚିମ-ଉତ୍ତରପଶ୍ଚିମ…

ଆଣ୍ଡାମାନ ସାଗରରେ ଆସନ୍ତାକାଲି ଆଉ ଏକ ଲଘୁଚାପ ! ଓଡ଼ିଶାରେ ୧୯ରୁ ୨୦ ତାରିଖ ସୁଦ୍ଧା ହାଲୁକା ବର୍ଷା ସହ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରି ଅଧୀକ ଘନୀଭୂତ ହେବ। ୧୪ରେ ଅବପାତ ଏବଂ ୧୬ ସୁଦ୍ଧା ଗଭୀର ଅବପାତରେ…

ଆଜି ରାଜଧାନୀ ସମେତ ରାଜ୍ଯର ବିଭିନ୍ନ ସ୍ଥାନରେ କୋହଲା ପାଗ, ବୋହୁଛି ହାଲୁକା ପବନ

ଭୁବନେଶ୍ବର(କେନ୍ଯୁଜ୍): ଆଜି ରାଜଧାନୀ ସମେତ ରାଜ୍ଯର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିବା ସହିତ ହାଲୁକା ପବନ ବୋହୁଛି। ଯାହା ଶୀତର ଆଗମନ ଭଳି ଅନୁଭୂବ ହେଉଛି । ଆଜି ସକାଳୁ ସକାଳୁ କିଛି ସେକେଣ୍ଡ ପାଇଁ ହାଲୁକା ବର୍ଷା ମଧ୍ଯ ହୋଇଥିଲା । ତେବେ ଆଗକୁ ଶୀତର ପରିମାଣ ବଢିବ ବୋଲି ଆଶା…

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲାଗିରହିଛି ପ୍ରବଳ ବର୍ଷା, ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ଯୁଜ୍) : ଆଉ ଏକ ଲଘୁଚାପ। ଫଳରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଗାଙ୍ଗେୟ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ପଶ୍ଚିମବଙ୍ଗ ସଲଗ୍ନ ଉତ୍ତର…