Browsing Tag

weather update today

ଆସନ୍ତା ୨୪ ଘଣ୍ଟାରେ ବର୍ଷା, ୫ ଜିଲ୍ଲାକୁ ୧୨ ତାରିଖ ଯାଏଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୨୪ ଘଣ୍ଟାରେ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଏକ ଓ୍ବେଲମାର୍କଡ୍ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା  ଏବେ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇ ରହିଛି । ଆସନ୍ତା ୨୪ ଘଣ୍ଟାରେ ଏହା  ଘନୀଭୂତ…

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ପ୍ରଭାବରେ ଆଜିଠୁ ୪ ଦିନ ଯାଏ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର…

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ। ଏହାର ପ୍ରଭାବରେ ଗତକାଲି ରାଜ୍ୟରେ ଅନେକ ସ୍ଥାନରେ ସାମାନ୍ଯ ଧରଣର ବର୍ଷା ହୋଇଛି। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଆଜି ଅନେକ ସ୍ଥାନ ପାଇଁ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ! ୯ଟି…

ଭୁବନେଶ୍ବର: ଆସନ୍ତା ୮ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡ଼କୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସହ ଓଡ଼ିଶାକୁ ପ୍ରବେଶ କରିବ ମୌସୁମୀ। ଆଞ୍ଚଳିକ ପାଣିପାଗ ବିଜ୍ଞ‌ାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ…

ପାଣିପାଗ : ଆଜି ଦିନ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି, କାଲିବି ବର୍ଷିବ

ଭୁବନେଶ୍ୱର (କେ ନ୍ୟୁଜ୍‌) : ରାଜଧାନୀ ଭୁବନେଶ୍ୱରରେ ଏବେ ଚାଲିଛି ପ୍ରବଳ ବର୍ଷା । ଘଡ଼ଘଡ଼ି ସହ ବର୍ଷା ହେଉଛି। ଅପରାହ୍ନରେ ମେଘ ଘୋଟି ଆସିଥିଲେ ମଧ୍ୟ ବର୍ଷା ହୋଇନଥିଲା । ତେବେ ସନ୍ଧ୍ୟାରେ ଜୋରରେ ବର୍ଷା ହୋଇଛି । ସେପଟେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ଅପରାହ୍ନ ଭିତରେ…