ଗତ ୫ ମାସରେ ବଙ୍ଗୋପସାଗରରେ ୧୨ଟି ଲଘୁଚାପ! ପୁଣି ଆସୁଛି ଆଉ ଗୋଟେ, ପ୍ରଭାବରେ ୧୯ରୁ ୨୧ କିଛି ଜିଲ୍ଲାରେ ହେବ ପ୍ରବଳ…
ଭୁବନେଶ୍ବର: ଲଘୁଚାପ ପରେ ଲଘୁଚାପ। ଆସନ୍ତା ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖରୁ ୨୧ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…