Browsing Tag

WEATHER UPDATE

ଗତ ୫ ମାସରେ ବଙ୍ଗୋପସାଗରରେ ୧୨ଟି ଲଘୁଚାପ! ପୁଣି ଆସୁଛି ଆଉ ଗୋଟେ, ପ୍ରଭାବରେ ୧୯ରୁ ୨୧ କିଛି ଜିଲ୍ଲାରେ ହେବ ପ୍ରବଳ…

ଭୁବନେଶ୍ବର: ଲଘୁଚାପ ପରେ ଲଘୁଚାପ। ଆସନ୍ତା ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖରୁ ୨୧ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…

ପାଣିପାଗ ଅପଡେଟ:ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ,୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍ (ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୫ ତାରିଖ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।…

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ବର୍ଷା, ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ଗତକାଲି ରାତିରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ବର୍ଷା । ସମୟ କ୍ରମେ ଅଧିକ ଘନୀଭୂତ ହେଉଛି ଲଘୁଚାପ ।  ଆଜି ପାଇଁ ଭୀଷଣ ବର୍ଷା ସମ୍ଭାବନା ଥିବା ୫ ଜିଲ୍ଲାକୁ ରେଡୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ଯାଜପୁର, ଭଦ୍ରକ,…

ଆସୁଛି ଆଉ ଏକ ଲଘୁଚାପ , ୧୩ରୁ ପ୍ରବଳ ବର୍ଷିବ

କେନ୍ୟୁଜ(ବ୍ୟୁରୋ) :ଆସୁଛି ଆଉ ଏକ ଲଘୁଚାପ ।ସେପ୍ଟେମ୍ବର ୧୩ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ IMD ପକ୍ଷରୁ ସୁଚନା ମିଳିଛି । ତେବେ ଆଗକୁ ଆସୁଥିବା ଏହି ଲଘୁଚାପ ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୧୨ ତାରିଖ ଠାରୁ…

ଲଘୁଚାପ ଆଣୁଛି ବର୍ଷା, ଅସହ୍ୟ ଗୁଳୁଗୁଳିରୁ ମିଳିବ କି ତ୍ରାହି ?

ଭୁବନେଶ୍ୱର : ତାତି ଆଉ ଗୁଳୁଗୁଳିରେ ଜଳୁଛି ସାରା ଓଡ଼ିଶା । ତାହା ପୁଣି ଭାଦ୍ରବ ମାସ ଓ ଅଗଷ୍ଟ ଶେଷ ଭାଗରେ । ଅସହ୍ୟ ଗୁଳୁଗୁଳିରେ ଲୋକେ ଆଉଟୁ ପାଉଟୁ ହେଉଛନ୍ତି । ଯାହା ଆଉ ଏକ ଲଘୁଚାପର ପୂର୍ବ ସୂଚନା । ପାଣିପାଗ ବିଭାଗ ଆକଳନ ଅନୁସାରେ ଲଘୁଚାପ ପ୍ରଭାବରେ ଆସନ୍ତାକାଲି କେତେକ ଉପକୂଳବର୍ତ୍ତୀ…

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରତିକ୍ରିୟା, କହିଲେ ବିଭିନ୍ନ ଜିଲ୍ଲାରେ ଏନିଡିଆରଫ…

ଭୁବନେଶ୍ବର: ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନାଙ୍କ ପ୍ରତିକ୍ରିୟା। କହିଲେ ସମଗ୍ର ରାଜ୍ୟରେ ବର୍ଷା ଲାଗି ରହିଛି । ବର୍ଷାରେ ତଳିଆ ଅଞ୍ଚଳରେ ପାଣି ଜମିଛି । କେନ୍ଦ୍ରାପଡା ବାରିପଦା ସମେତ ଅନ୍ୟ କିଛି ସ୍ଥାନରେ ପାଣି ଜମିଛି ଏବଂ ତାକୁ ନିଷ୍କାସନ…

ଆସନ୍ତାକାଲି ୧୧ଟି ଜିଲ୍ଲାକୁ ‘ୟେଲୋ ଓ୍ଵାର୍ଣ୍ଣିଂ’, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, ନବରଙ୍ଗପୁର, ଅନୁଗୁଳ, ବରଗଡ଼ ପାଇଁ…

ପାଣିପାଗ : ପ୍ରବଳ ଗୁଳୁଗୁଳି ଡାକୁଛି ବର୍ଷାକୁ, ଛଅଟି ଜିଲ୍ଲା ପାଇଁ ‘ୟେଲୋ ଓ୍ଵାର୍ଣ୍ଣିଂ’

ଭୁବନେଶ୍ୱର (କେ ନ୍ୟୁଜ୍‌) : ଦିନରେ ଅସହ୍ୟ ଗୁଳୁଗୁଳି ସହିତ କେତେବେଳେ ଆକାଶ ମେଘାଚ୍ଛନ୍ନ ହେଉଛି ତ ପୁଣି କେତେବେଳେ ଟାଣ ଖରା । ରାଜ୍ୟର ଊପକୂଳବର୍ତ୍ତୀ ଅଞ୍ଚଳରେ ଆଜି ଏଭଳି ପାଗ ଦେଖିବାକୁ ମିଳିଛି । ତେବେ କିଛି ଜିଲ୍ଲାରେ ଝିପି ଝିପି ବର୍ଷା ହୋଇଥିବା ସୂଚନା ମିଳିଛି । ଗତ ୨୪ ଘଣ୍ଟା…

ପୁଣି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର: ପାଖାପାଖି ସପ୍ତାହେ ବ୍ୟବଧାନରେ ପୁଣି ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା…

ପାଣିପାଗ ଖବର : କାଲି ପାଇଁ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆଜି ରାଜ୍ୟରେ ଉଭୟ ଗରମ ଗୁଳୁଗୁଳି ସହ ବର୍ଷା ଓ ବଜ୍ରପାତର ଦୃଶ୍ୟ ଦେଖିବାକୁ ମିଳିଛି । ବାଲେଶ୍ୱର, ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ପଶ୍ଚିମ ଓଡ଼ିଶାରେ ପୂର୍ବ ପରି ୪୦ ଡିଗ୍ରୀରୁ ଅଧିକ ତାତି ଜାରି ରହିଛି । ରାଜ୍ୟର ୧୪ଟି ସହରରେ ତାପମାତ୍ରା ୪୦…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସାମୁଦ୍ରିକ ଝଡ଼! ମେ ୧୬ରେ ନେଇପାରେ ସାଇକ୍ଲୋନିକ୍‌ ଷ୍ଟର୍ମର ଆକାର

ଭୁବନେଶ୍ବର: ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ମେ ୧୬ ତାରିଖରେ ଝଡ଼ ସୃଷ୍ଟିର ଅନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ଓ ଦକ୍ଷିଣ ଆଣ୍ଡାମାନ ସାଗର ନିକଟରେ ଲଘୁଚାପ କ୍ଷେତ୍ର ରହିଛି। ଏହା ଘନୀଭୂତ ହୋଇ ମେ ୧୫ ତାରିଖରେ ଦକ୍ଷିଣ…

ପାଣିପାଗ : ଆଜି ବି ବର୍ଷା ହୋଇଛି, କାଲି ବି ବର୍ଷିବ ବୋଲି ପାଣିପାଗ ବିଭାଗ କହିଛି

ଭୁବନେଶ୍ୱର (କେ ନ୍ୟୁଜ୍‌) : କେଉଁଠି ନରମ ତ କେଉଁଠି ଗରମ । ଏଭଳି ପାଗ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦେଖିବାକୁ ମିଳିଥିଲା । ଆଜି ଅଧିକାଂଶ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି । ତେବେ କେନ୍ଦୁଝର ଏବଂ ଉତ୍ତର ଓଡ଼ିଶାର କିଛି ଜାଗାରେ ପ୍ରବଳ ବର୍ଷା ହୋଇଥିବା ପାଣିପାଗ ବିଭାଗ…