Browsing Tag

weather updates odisha

ଆହୁରି ସକ୍ରିୟ ହେବ ମୌସୁମୀ: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ଆହୁରି ସକ୍ରିୟ ହେବ ମୌସୁମୀ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଆଇଏମଡି DG ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଗତକାଲିର ଘୂର୍ଣ୍ଣିବଳୟ…

ରାଜ୍ୟରେ କମୁଛି ଶୀତ,ବଢୁଛି ପାରଦ; ୫ଦିନ ଯାଏ ପାଗ ଶୁଖିଲା ରହିବ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ସାମାନ୍ୟ ଉପରେ ରହିଛି। ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିଛି ତାପମାତ୍ରା। ଆଗାମୀ ୫ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ୨-୩ ଦିନ ସକାଳ ସମୟରେ ସାମାନ୍ୟରୁ ମଧ୍ୟମ ଧରଣର…

ରାଜ୍ୟରେ ବଢ଼ିଛି ଶୀତ: ଆଗାମୀ ୨୪ ଘଣ୍ଟାରେ ୩ରୁ ୪ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଆହୁରି ବଢ଼ିବ ଶୀତ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ୩ରୁ ୪ ଡିଗ୍ରୀ ଯାଏ ତଳକୁ ଖସିବ ରାତି ତାପମାତ୍ରା । ଝାରସୁଗୁଡ଼ାରେ ସର୍ବନିମ୍ନ ୫.୬ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ରାଉରକେଲାରେ ୬ ଓ ସୁନ୍ଦରଗଡ଼ରେ ୭ ଡିଗ୍ରୀ ରେକର୍ଡ କରାଯାଇଛି ।…

୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର:  ଉତ୍ତର ଓଡ଼ିଶାରେ ଅନେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି । ତେବେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଜୁନ ୨୧ରୁ ୨୨ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର,…

ବାତ୍ୟା ନିଭାରର ଲ୍ୟାଣ୍ଡଫଲ୍ ପରେ ଓଡିଶାରେ ପାଗ ରହିଛି କୋହଲା, କାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ…

କେନ୍ୟୁଜ୍(ବ୍ୟୁରୋ): କାଲି  ମଧ୍ୟ ରାତିରେ ବାତ୍ୟା ‘ନିଭାର’ ତାମିଲନାଡୁର ପୁଡୁଚେରୀ ନିକଟରେ ଲ୍ୟାଣ୍ଡ୍ ଫଲ୍ କରିଛି। ଏହାର ପ୍ରଭାବରେ ଓଡିଶାର କିଛି ସ୍ଥାନରେ ସ୍ବାଳ୍ପରୁ ମଧ୍ୟ ଧରଣର ବର୍ଷ ହେବା ସହ ଆକାଶ ମେଘାଚ୍ଛନ୍ନ ରହିଛି।  ଗତ ୨୪ ଘଣ୍ଟାରେ ଦକ୍ଷିଣ ଓଡିଶାର  କୋରାପୁଟ, ରାୟଗଡା ଗଜପତି…

ବଙ୍ଗୋପସାଗରରେ ଲଘୁଚାପ ନେଲା ଅବପାତ ରୂପ, ୪ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ବଙ୍ଗୋପସାଗରରେ ଲଘୁଚାପ ନେଲା ଅବପାତ ରୂପ । ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗେପେସାଗର ଅଞ୍ଚଳରେ ଅବପାତର ରୂପ ନେଇଛି । ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୧୮୦ କିମି ଦୂରରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ…

ଆସନ୍ତାକାଲି ଦିନ ୮ଟା ୩୦ ଯାଏ ଖୁବ୍ ବର୍ଷିବ, ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପୁଣି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣବଳୟ । ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ଆସନ୍ତା ୨୪ ଘଣ୍ଟାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ସୃ‌ଷ୍ଟି  ହେଇଥିବା ଲଘୁଚାପ କ୍ଷେତ୍ର ଲୋ ପ୍ରେସରରେ ପରିଣତ ହୋଇଛି। କ୍ରମଶଃ ଏହା ଘୂର୍ଣ୍ଣିବଳୟରେ ରୂପାନ୍ତରିତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ…