ଆହୁରି ସକ୍ରିୟ ହେବ ମୌସୁମୀ: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର (କେନ୍ୟୁଜ): ଆହୁରି ସକ୍ରିୟ ହେବ ମୌସୁମୀ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଆଇଏମଡି DG ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
ଗତକାଲିର ଘୂର୍ଣ୍ଣିବଳୟ…