Browsing Tag

weather

ମନସୁନ୍ ଟ୍ରାପ୍ ସୃଷ୍ଟି ପ୍ରଭାବରେ, ରାଜ୍ୟରେ ଲଗାଣ ବର୍ଷା ଜାରି

ଭୁବନେଶ୍ବର (କେନ୍ୟୁଜ୍) : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରୁ ଉତ୍ତର ପୂର୍ବ ଦିଗକୁ ଏକ ମନସୁନ୍ ଟ୍ରାପ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଗତକାଲି ରାତିରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ପାଣିପାଗ ବିଭାଗର ସୂଚନା, ଉତ୍ତର, ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାର…

ପୁଣି ବର୍ଷା : ତିନି ଦିନ ଧରି ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ଯୁଜ୍) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ତିନି ଦିନ ଧରି ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ବେଶୀ ବର୍ଷିବ । ଆହୁରି ପଢ଼ନ୍ତୁ…

ପୁଣି ଲଘୁଚାପ, ପୁଣି ବର୍ଷା

ଭୁବନେଶ୍ବର (କେ ନ୍ୟୁଜ୍) : ଉତ୍ତର ବଙ୍ଗୋପସାଗରରେ ପୁଣିଥରେ ଦାନା ବାନ୍ଧୁଛି ଲଘୁଚାପ । ୧୯ରୁ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଫଳରେ ୨୦ରୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୪୮ଘଣ୍ଟା ପର୍ୟ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ । ଓଡ଼ିଶା…

ଦୁର୍ବଳ ହେଉଛି ଓଡ଼ିଶା ଉପରେ ସୃଷ୍ଟି ଡିପ୍ରେସନ୍ : ଆହୁରି ୧୨ ଘଣ୍ଟା ବର୍ଷା ସମ୍ଭାବନା

ଭୁବନେଶ୍ବର (କେ ନ୍ୟୁଜ୍) : ଦୁର୍ବଳ ହେଉଛି ଓଡ଼ିଶା ଉପରେ ସୃଷ୍ଟି ଡିପ୍ରେସନ୍। ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୧୨ ଘଣ୍ଟା ବର୍ଷିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…

ଲଘୁଚାପ ଘନୀଭୂତ : ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର, ବୌଦ୍ଧ୍,…

ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଛି ଲଘୁଚାପ ବଳୟ : ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଛି ଲଘୁଚାପ ବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଂଜ, କଳାହାଣ୍ଡି ଓ…