Browsing Tag

weather

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଓ ୧୭ ପୁଣି କାଚିବ

ଭୁବନେଶ୍ବର(କେନ୍ଯୁଜ୍): ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ବଳୟ ଶୁକ୍ରବାର ଦିନ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଏବେ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହି ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ…

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ, ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହାରେ…

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।…

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରଭାବରେ ରାଜ୍ୟରେ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡ଼ିଶା ଉପରେ ଏହି ଲଘୁଚାପର କୌଣସି ପ୍ରଭାବ ପଡ଼ିବ ନାହିଁ । ତେବେ ଏକ ଟ୍ରପ ଲାଇନ ଶ୍ରୀଲଙ୍କା ଉପକୂଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ…

ପିଛା ଛାଡୁନି ଲଘୁଚାପ: ଆସନ୍ତା ୨୮, ୨୯ ଓ ୩୦ ରାଜ୍ୟର ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏହାର…

ବଙ୍ଗୋପସାରରେ ସକ୍ରିୟ ଲଘୁଚାପ: ଆଜିଠୁ ବଢ଼ିବ ବର୍ଷା ପରିମାଣ, ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି । ଆଜିଠୁ ବଢ଼ିବ ବର୍ଷା ପରିମାଣ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ୟେଲୋ…

ଦକ୍ଷିଣ ଚୀନ ସାଗରରେ ୨୪ ଘଣ୍ଟାରେ ବାତ୍ୟା ! ଭିଏତନାମ, ଥାଇଲାଣ୍ଡ, ମିଆଁମାର ଅତିକ୍ରମ କରି ବଙ୍ଗୋପସାଗରରେ କରିବ…

କେନ୍ଯୁଜ୍: ଦକ୍ଷିଣ ଚୀନ ସାଗରରେ ୨୪ ଘଣ୍ଟାରେ ଏକ ବାତ୍ୟା ସୃଷ୍ଟି ହେବ । ଏହା ଭିଏତନାମ, ଥାଇଲାଣ୍ଡ, ମିଆଁମାର ଅତିକ୍ରମ କରିବ ଓ ବଙ୍ଗୋପସାଗରରେ ପ୍ରବେଶ କରିବ । ଏଭଳି ପୂର୍ବାନୁମାନ କରିଛି ଅର୍ନ୍ତଜାତୀୟ ପାଣିପାଗ ସଂସ୍ଥା ସ୍କାଏମେଟ୍‌ । ‘ଗୁଲାବ’ର ଅବଶିଷ୍ଟାଂଶ ଯେମିତି ଆରବ ସାଗରରେ…

ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହେଲା ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ, ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା କରାଇବ । ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହାଦ୍ୱାରା ବୁଢ଼ାବଳଙ୍ଗ ଓ…

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିଛି ବର୍ଷା, ଆଜି ୯ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର(କେନ୍ଯୁଜ୍): ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିଛି ବର୍ଷା । ଆଜି ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼…

ଆସୁଛି ଆଉ ଏକ ଲଘୁଚାପ: ପ୍ରଭାବରେ ରାଜ୍ଯର ଅନେକ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୮ ତାରିଖରେ ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୮ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ହୋଇପାରେ । ପରେ ଏହି ଘୂର୍ଣ୍ଣିବଳୟ କ୍ରମଶଃ…

ଆସନ୍ତା ୧୧ରେ ଆସୁଛି ଏବର୍ଷର ସବୁଠୁ ବଡ ଲଘୁଚାପ ! ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଚିବ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ୧୧ରେ ଏବର୍ଷର ସବୁଠୁ ବଡ ଲଘୁଚାପ। ଆସନ୍ତା ୧୧ତାରିଖରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗର ତତସଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ସୃଷ୍ଟି ହେବାର ୨୪ଘଣ୍ଟା…

ଲୁଚକାଳି ଖେଳୁଛି ବର୍ଷା: କାଲିଠୁ କମିବ, ପୁଣି ୧୦ରେ ବଢିବ

ଭୁବନେଶ୍ବର(କେନ୍ଯୁଜ୍): ୧୦ ପର୍ଯ୍ୟନ୍ତ ବର୍ଷା। କାଲିଠୁ କମିବ , ପୁଣି ୧୦ରେ ବଢିବ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆସନ୍ତା ୨ରୁ ୩ ଦିନ ଭିତରେ ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ -ଉତ୍ତର- ପଶ୍ଚିମ…

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ଆଜି ଓ ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୱେଲୋ…

ଭୁବନେଶ୍ବର(କେନ୍ଯୁଜ୍):ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରିଭାଗରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଲଘୁଚାପ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓ…