Browsing Tag

weather

ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର(କେନ୍ଯୁଜ୍):ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଉତ୍ତର ଓଡ଼ିଶାର ଅନେକ…

ଶ୍ରାବଣ ଗଲା ହେଲେ ଆକାଶରୁ ଝରିଲାନି ବର୍ଷା: ରାଜ୍ୟର ୨୭ଟି ଜିଲ୍ଲାରେ ନିଅଣ୍ଟିଆ ରେକର୍ଡ

ଭୁବନେଶ୍ବର(କେନ୍ଯୁଜ୍): ଶ୍ରାବଣ ଗଲା । ଆକାଶରୁ ଝରିଲାନି ବର୍ଷା । ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ । ରାଜ୍ୟର ୨୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ୯୦ ପ୍ରତିଶତ ଜିଲ୍ଲାରେ ବର୍ଷା ସ୍ୱାଭାବିକଠାରୁ କମ୍‌ ରହିଛି। ଜୁନରୁ ଆଜି ସୁଦ୍ଧା ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ୍‌ ବର୍ଷା ହୋଇଛି…

ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ ସକ୍ରିୟ, ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଯାଏ ଉତ୍ତର-ପଶ୍ଚିମ ଦିଗର ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷା ହେବ। ଆଜି କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଓ କଟକ…

ପୁଣି ଆସୁଛି ଘୂର୍ଣ୍ଣିବଳୟ: ୨୮ରୁ ୩୦ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା, ଆସନ୍ତା ୪ ଦିନ ଯାଏ ବିଭିନ୍ନ ଜିଲ୍ଲାକୁ ୱେଲୋ…

ଭୁବନେଶ୍ବର(କେନ୍ଯୁଜ୍): ପୁଣି ଆସୁଛି ଘୂର୍ଣ୍ଣିବଳୟ। ଉତ୍ତର-ବଙ୍ଗୋପସାଗର ଓ ଏହାର ସଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଲଗ୍ନ ଅ଼ଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୮ରୁ ୩୦ ତାରିଖ…

୨୧ ତାରିଖରେ ଆସୁଛି ଲଘୁଚାପ ! ପ୍ରଭାବରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

କେନ୍ଯୁଜ୍: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ୨୧ତାରିଖରେ ଲଘୁଚାପ ସୃଷ୍ଟ ନେଇ ଆନ୍ତର୍ଜାତିକ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌ ପୂର୍ବାନୁମାନ କରିଛନ୍ତି। ଏହାର ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଉତ୍ତରପୂର୍ବ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା…

ଜୁନ ୨ୟ ସପ୍ତାହ ବେଳକୁ ରାଜ୍ୟରେ ବଢିପାରେ ବର୍ଷାର ପରିମାଣ, ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଭୁବନେଶ୍ବର(କେନ୍ଯୁଜ୍): ଠିକ୍‌ ସମୟରେ ମୌସୁମୀ ଆସିଥିଲେ ସୁଦ୍ଧା କମ୍‌ ରହିଛି ବର୍ଷାର ପରିମାଣ। ଜୁନ ୨ୟ ସପ୍ତାହ ବେଳକୁ ରାଜ୍ୟରେ ବଢିପାରେ ବର୍ଷାର ପରିମାଣ । ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ପାଶ୍ୱବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ୧୦ଟି…

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ କାଚିବା!

ଭୁବନେଶ୍ୱର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଆସନ୍ତା ୪ ଦିନ ଅର୍ଥାତ୍‌ ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର କହିଛି, ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତରପ୍ରଦେଶ,…

ଆହୁରି କାଚିବ! ବଙ୍ଗୋପସାଗରରେ ୧୧ରେ ଲଘୁଚାପ ସମ୍ଭାବନା, ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ବର: ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ୧୧ ତାରିଖରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଅନୁମାନ କରାଯାଉଛି। ୧୪ ତାରିଖ ଯାଏ ରହିବ ପ୍ରଭାବ। ଏହି…

ରାଜ୍ଯର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା,ପବନ ଓ ଘଡଘଡ଼ି: ଟ୍ଵିନସିଟିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଟ୍ଵିନସିଟିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ । କଟକ ଓ ଭୁବନେଶ୍ୱର ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଟ୍ଵିନ୍‌ ସିଟିରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବିଜୁଳି ଘଡଘଡ଼ି ଲାଗି ରହିଛି। ୩୦-୪୦ କିଲୋମିଟର ବେଗରେ ପବନ ବୋହିବ ।…

ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା, କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିଲୋମିଟର ବେଗରେ…

ବଦଳିଲା ପାଣିପାଗ ମିଜାଜ୍ : ଆଗାମୀ ୪୮ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ବଦଳିଲା ପାଣିପାଗ ମିଜାଜ। ସକାଳୁ ପାଗରେ ହଠାତ ପରିବର୍ତ୍ତନ ହୋଇଛି। ଆଗାମୀ ୪୮ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ଚେତାବନୀ ଦେଇଛି ପାଣିପାଗ ବିଭାଗ। ଟ୍ରଫ୍‌ଲାଇନ ପ୍ରଭାବରେ ଉତ୍ତର ଉପକୂଳ ଓଡିଶାରେ ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା…