Browsing Tag

weather

ରାଜ୍ୟରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ, ପୁଣି ୨୯ ବେଳକୁ ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି । ସାମୁଦ୍ରିକ ଝଡ଼ ‘ନିଭାର’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ ହେଉଛି। ତେବେ ୧୩ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। ଦାରିଙ୍ଗିବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୫…

୨୪ ଘଣ୍ଟାରେ ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେବ ସାମୁଦ୍ରିକ ଝଡ ‘ନିବାର’, ଏପଟେ ଆରବସାଗରରେ ଦୁର୍ବଳ…

କେନ୍ଯୁଜ୍: ଡବଲ ସାଇକ୍ଲୋନ୍‌ । ଗୋଟିଏ ଆରବ ସାଗରରେ ଆଉ ଗୋଟିଏ ବଙ୍ଗୋପସାଗରରେ । ବଙ୍ଗୋପସାଗରରେ ଝଡ 'ନିବାର' ୨୪ ଘଣ୍ଟାରେ ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେଇପାରେ । ଏହା ଏବେ ଦକ୍ଷିଣ- ଦକ୍ଷିଣ ପୂର୍ବ ପୁଡୁଚେରୀଠାରୁ ୭୦୦ କିଲୋମିଟର ଓ ଦକ୍ଷିଣ- ଦକ୍ଷିଣ ପୂର୍ବ ଚେନ୍ନାଇଠାରୁ ୭୪୦ କିଲୋମିଟର…

ରାଜ୍ୟକୁ ନାହିଁ ଲଘୁଚାପର କୌଣସି ପ୍ରଭାବ, ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ

ଭୁବନେଶ୍ୱର : ଘନୀଭୂତ ହେଲା ଲଘୁଚାପ । ରାଜ୍ୟକୁ ନାହିଁ ପ୍ରଭାବ। ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମିଆଁମାର୍ ଉପକୂଳର, ପୂର୍ବକେନ୍ଦ୍ରୀୟ ବଙ୍ଗୋପ ସାଗର ଅଞ୍ଚଳରେ ଏକ ଲଘୁଚାପ ବଳୟ ଘନୀଭୂତ ହୋଇଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶ ମଧ୍ୟ ଦେଇ ଗତି କରିବ।…

ନଭେମ୍ବର ୧ରୁ ରାଜ୍ୟରେ ପୁଣି ବର୍ଷା, ଆସନ୍ତାକାଲି ସୁଦ୍ଧା ଦେଶରୁ ଫେରିଯିବ ମୌସୁମୀ

ଭୁବନେଶ୍ବର: ଆସୁଛି ପୁଣି ଏକ ଲଘୁଚାପ। ୨୯ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ନଭେମ୍ବର ୧ରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ । ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (କେନ୍ୟୁଜ୍‌) : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣ ଭାରତ ସମେତ ବାଂଲାଦେଶ ଓ ଉତ୍ତର-ପୂର୍ବ ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ପଶ୍ଚିମବଙ୍ଗରେ ପ୍ରାୟତଃ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କିନ୍ତୁ ଏହାର…

ଦୁର୍ବଳ ହେଉଛି ଅବପାତ: ରାଜ୍ୟରେ କମିବ ବର୍ଷାର ପରିମାଣ, କିଛି ଜିଲ୍ଲାକୁ ବଜ୍ରପାତ ନେଇ ସତର୍କତା

ଭୁବନେଶ୍ବର: ଦୁର୍ବଳ ହେଉଛି ଅବପାତ । ସାରା ରାଜ୍ୟରେ କମିବ ବର୍ଷାର ପରିମାଣ । ତେବେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ। ରାଜ୍ୟର ୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ୮ଟା ୩୦ ଯାଏଁ ଢେଙ୍କାନାଳ, ଅନୁଗୁଳ, କଟକ,…

ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି ଡିପ୍‌ ଡିପ୍ରେସନ, ୧୨ ଘଣ୍ଟାରେ ୱେଲମାର୍କଡ ଲୋ ପ୍ରେସରରେ ହେବ ପରିଣତ

କେନ୍ୟୁଜ (ବ୍ୟୁରୋ): ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି ଡିପ୍‌ ଡିପ୍ରେସନ । କାକିନାଡା ନିକଟରେ ସକାଳ ୬.୩୦ରୁ ୭ଟା ମଧ୍ୟରେ ଅତିକ୍ରମ କରିଛି । ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ପଶ୍ଚିମ ଉତ୍ତର ପୂର୍ବ ଦିଗରେ ଗତି କରୁଛି ଡିପ୍‌ ଡିପ୍ରେସନ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା…

ରାଜ୍ୟରେ ଜୁନ ୧ରୁ ୨୧ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ ବର୍ଷା ରେକର୍ଡ

ଭୁବନେଶ୍ବର: ରାଜ୍ୟରେ ଜୁନ ୧ରୁ ୨୧ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ ବର୍ଷା ହୋଇଛି । ଗଜପତି, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱରରେ ସ୍ୱାଭାବିକ ଠାରୁ କମ୍‌ ବର୍ଷା ରେକର୍ଡ ହୋଇଛି । ଗଜପତିରେ ୨୨ ପ୍ରତିଶତ କମ ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ୩୦ ପ୍ରତିଶତ କମ…

ଆସୁଛି ସାମୁଦ୍ରିକ ଝଡ଼ ‘ନୋଉଲ’: ମଙ୍ଗଳବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା ! ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସଆରସିଙ୍କ…

ଭୁବନେଶ୍ବର: ଦକ୍ଷିଣ ଚୀନ୍‌ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ନୋଉଲର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୦ରୁ ୨୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…

ଆସୁଛି ଆଉ ଏକ ଲଘୁଚାପ: ୨୦ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା! ଗଭୀର ସମୁଦ୍ର ମଧ୍ୟକୁ ନଯିବାକୁ…

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ଏଥିପାଇଁ ୨୦ ତାରିଖରୁ ମତ୍ସ୍ୟଜୀବୀବଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।…

ଆସନ୍ତା ୩-୪ ଦିନ ଯାଏଁ ରାଜ୍ୟରେ ନାହିଁ କୌଣସି ବଡ ଧରଣର ବର୍ଷା ସମ୍ଭାବନା, ଅଗଷ୍ଟ ତୁଳନାରେ ସେପ୍ଟେମ୍ବରରେ ହୋଇଛି…

ଭୁବନେଶ୍ବର: ଆସନ୍ତା ୩-୪ ଦିନ ଯାଏଁ ରାଜ୍ୟର କୌଣସି ବଡ ଧରଣର ବର୍ଷା ସମ୍ଭାବନା ନାହିଁ। ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଓ ଉତ୍ତର ଓଡିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ନବରଙ୍ଗପୁରର…

୧୭ ତାରିଖରେ ଘୁର୍ଣ୍ଣିବଳୟ ସମ୍ଭାବନା, ଉତ୍ତର ଓଡ଼ିଶାରେ ତିନି ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: କିଛି କିଛି ଦିନ ବ୍ଯବଧାନରେ ଲାଗିରହିଛି ଲଘୁଚାପ । ପୁଣି ଆସନ୍ତା ୧୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଯାହା ୧୯ ତାରିଖରେ ଲଘୁଚାପରେ ପରିଣତ ହୋଇପାରେ ବୋଲି କୁହାଯାଇଛି । ପରେ ଏହା ସ୍ଥଳ ଭାଗକୁ ନଯାଇ ପୂର୍ବ…