ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି । ଅଭିନେତ୍ରୀଙ୍କ ବାପା ଅର୍ଥାତ ବଲିଉଡ ଅଭିନେତା ଶତ୍ରୁଘ୍ନ ସିହ୍ନା ଏବଂ ମା ପୁନମ୍ ସିଂ ଜାହିର ଇକବାଲଙ୍କ ସହ ସୋନାକ୍ଷୀଙ୍କ ବିବାହରେ ସହମତ ଦେଇଛନ୍ତି । ତେବେ ୭ ବର୍ଷର…