ପ୍ରଥମ ଗ୍ରାଣ୍ଡସ୍ଲାମ୍ ଜିତିଲେ ଚେକ୍ ରିପ୍ଲବିକ୍ ଖେଳାଳି ମାର୍କେଟା ଭନ୍ଦ୍ରୋସୋଭା, କଚଟି ଅସ୍ତ୍ରୋପଚାର ଯୋଗୁଁ…
ଟୋକିଓ ଅଲିମ୍ପିକ୍ସ ରୌପ୍ୟ ବିଜୟିନୀ ଚେକ୍ ରିପ୍ଲବିକ୍ ଖେଳାଳି ମାର୍କେଟା ଭନ୍ଦ୍ରୋସୋଭା ପ୍ରଥମ ଥର ଗ୍ରାଣ୍ଡସ୍ଲାମ୍ ଟ୍ରଫି ଜିତିଛନ୍ତି। ୱିମ୍ବଲଡନ୍ ଟେନିସ୍ ପ୍ରତିଯୋଗିତାର ମହିଳା ସିଙ୍ଗଲ ଫାଇନାଲରେ ବିଶ୍ବର ୪୨ ନମ୍ବର ଭନ୍ଦ୍ରୋସୋଭା ୬-୪, ୬-୪ ସେଟରେ ଟ୍ୟୁନିସିଆର ଶୀର୍ଷ ଖେଳାଳି…