ସାବିତ୍ରୀ ବ୍ରତ ପାଇଁ ସ୍ବାମୀ ଶାଢୀ ନକିଣିବାରୁ ମହିଳାଙ୍କ ଆତ୍ମହତ୍ୟା
ନୟାଗଡ(କେନ୍ୟୁଜ୍) : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ସାବିତ୍ରୀ ବ୍ରତ ପାଇଁ ଶାଢ଼ି କିଣିବାକୁ କେନ୍ଦ୍ର କରି ଜଣେ ମହିଳା ଲୁଗାରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଖବର ମିଳିଛି ।
ସୂଚନା ଅନୁଯାୟୀ , ଚକ୍ରଧରପୁର ଗ୍ରାମର ଦିବାକର…