Below header
Browsing Tag

woman killed by elephant

ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଦଳିଦେଲା ହାତୀ

ଦଳିଦେଲା ଦନ୍ତା । ହାତୀ ଆକ୍ରମଣରେ ମହିଳା ମୃତ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ମହାବିରୋଡ ରେଞ୍ଜ ଜଟିଆ ଗାଁରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି । ଗାଁର ଝାରି ସାହୁ ପାଖ ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଓ…