Browsing Tag

working journalists

ପୋଷ୍ଟାଲ ବାଲାଟରେ ଭୋଟ ଦେବେ ପ୍ରାଧିକୃତ ସାମ୍ବାଦିକ, ନିର୍ବାଚନ କମିଶନଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ : ଭାରତ ନିର୍ବାଚନ କମିଶନଙ୍କ ଐତିହାସିକ ନିଷ୍ପତ୍ତି । ପ୍ରାଧିକୃତ ସାମ୍ବାଦିକମାନେ ଏଥର ପୋଷ୍ଟାଲ ବାଲାଟରେ ଭୋଟ ଦେଇପାରିବେ । ଭାରତୀୟ ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ଗଣମାଧ୍ୟମର ଅଗ୍ରଣୀ ଭୂମିକା ରହିଆସିଛି । ନିର୍ବାଚନ ସମୟରେ ଅନେକ କାର୍ଯ୍ୟରତ ସାମ୍ବାଦିକଙ୍କୁ ନିଜ ନିଜର…

ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ବର: ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧା ଘୋଷଣା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ୬୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ । ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଲେଖାଏଁ ବୀମା ମିଳିବ। କରୋନାରେ ମୃତ୍ୟୁବରଣ କଲେ…