ରଥକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି: ହରିବୋଲ, ଖଙ୍ଖ ଓ ଘଣ୍ଟ ଧ୍ୱନିରେ ମୁଖରିତ ହୋଇଉଠିଛି ଶରଧାବାଲି
ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ବାହୁଡ଼ିବେ ମହାପ୍ରଭୁ। ଶ୍ରୀଜିଉମାନଙ୍କୁ ନେବା ପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ତିନି ରଥ। ଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ା ଯାତ୍ରା ବି ବିନା ଭକ୍ତରେ ସମାପନ ହେବ। ହରିବୋଲ ଶବ୍ଦରେ କମ୍ପି ଉଠୁଛି…