WPL ଫାଇନାଲ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ଲଢେଇ, ଲଗାତାର ତୃତୀୟ ଥର ପାଇଁ ଫାଇନାଲରେ ପହଞ୍ଚିଲା…
ଆଜି WPL ଫାଇନାଲ ମ୍ୟାଚ ଖେଳାଯିବ । ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ହେବ ଲଢେଇ । ପ୍ରଥମ ସଂସ୍କରଣରେ ମଧ୍ୟ ଫାଇନାଲରେ ମୁହାଁମୁହିଁ ହୋଇଥିଲେ ଉଭୟ ଦଳ । ଟ୍ରଫି ହାତେଇବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇବ ହରମନପ୍ରୀତ କୌରଙ୍କ ନେତୃତ୍ବାଧୀନ ମୁମ୍ବାଇ ଇଣ୍ଡିଆନ୍ସ । ସେପଟେ…