Below header
Browsing Tag

yellow waring

ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ସତର୍କତା, ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଜଳୁଛି ପଶ୍ଚିମ ଓଡ଼ିଶା । ଦିନ ସାଢ଼େ ୨ଟା ସୁଦ୍ଧା ୪୨ ଡିଗ୍ରୀ ପାର କରିଛି ତାତି । ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା । ଦିନ ସାଢ଼େ ୨ଟା ସୁଦ୍ଧା ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର । ସେଠାରେ ତାପମାତ୍ରା ୪୨…

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା, ଆଜି ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):ମାର୍ତ୍ତାବନ-ଗଲ୍ଫ ଏବଂ ତତ-ସଂଲଗ୍ନ ମିଆଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୫.୮ କିଲୋମିଟର ଉଚ୍ଚ ଯାଏ ବ୍ୟାପିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା…

ଶୀତରେ ଫେରୁଛି ବର୍ଷା ! ୧୧ରୁ ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା, ୭ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ୧୧ରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା। ୧୪ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ। ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍‌ସ ପ୍ରଭାବରେ ବଙ୍ଗୋପସାଗର ମଧ୍ୟରୁ ଉଷ୍ଣ ଜଳୀୟବାଷ୍ପ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ…

ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲା ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି । ଜୁନ ୧ରୁ ଜୁଲାଇ ୧ ଯାଏ ରାଜ୍ୟରେ ୧୮୪.୬ ମିଲିମିଟର ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୨୫.୨ ମିଲିମିଟର ଠାରୁ ୧୮ ପ୍ରତିଶତ କମ୍‌ । ଏହି ସମୟ ମଧ୍ୟରେ ୧୪ ଜିଲ୍ଲାରେ ୨୦ପ୍ରତିଶତରୁ ୫୯ ପ୍ରତିଶତ ଯାଏ କମ୍‌ ବର୍ଷା…