ଆସନ୍ତା ୫ ଯାଏଁ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ବର: ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି । ଆହୁରି ବର୍ଷିବ । ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା…