Browsing Tag

yellow warning

ଲଘୁଚାପ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା,୧୨ଟି ଜିଲ୍ଲାକୁ ୟେଲୋ…

କେନ୍ୟୁଜ୍(ବ୍ୟୁରୋ):  ଆହୁରି ୩ଦିନ ପ୍ରବଳ ବର୍ଷିବ। ଲଘୁଚାପ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୪ଟି ଜିଲ୍ଲାରେ ଅତିପ୍ରବଳ ଓ…

ରାଜ୍ୟର ବିଭିନ୍ନ ସ୍ଥାନରେ ଛେଚିବ ବର୍ଷା, ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର,…

ଆଜିଠାରୁ ବର୍ଷିବ, ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

କେନ୍ୟୁଜ୍(ବ୍ୟୁରୋ):  ପୂର୍ବ ଉତ୍ତରପ୍ରଦେଶ ଏବଂ  ବିହାର ଉପରେ ସୃଷ୍ଟି ହୋଇଥିବା  ଲଘୁଚାପ କ୍ଷେତ୍ର ବର୍ତ୍ତମାନ ବିହାର ପୂର୍ବରେ ରହିଛି ।  ସମୁଦ୍ର ପତ୍ତନଠାରୁ ଏହା  ୫.୯ କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇରହିଛି । ଏହା ସମ୍ଭବତ ଆଗାମୀ ୨୪ ଘଣ୍ଟା ମଧ୍ୟରେ  ପୂର୍ବ ଦିଗକୁ ଗତି କରିବାର…

ପୁଣି ଆସୁଛି ଆଉ ଏକ ଲଘୁଚାପ

କେନ୍ୟୁଜ (ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତା ୧୦ ତାରିଖ…

ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ…

କେନ୍ୟୁଜ୍(ବ୍ୟୁରୋ):  ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ବର୍ଷାକୁ ନଜରରେ ରଖି ରାଜ୍ୟର ୧୧ଟି…

ପଶ୍ଚିମ ମଧ୍ୟପ୍ରଦେଶରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର, ଆଜି ଠାରୁ ପୁଣି ବର୍ଷିବ,୯ ଜିଲ୍ଲାକୁ ୟେଲୋ…

କେନ୍ୟୁଜ୍(ବ୍ୟୁରୋ):  ଦୁଇ ଦିନର ବୀରତି ପରେ ଆଜି ଠାରୁ ପୁଣି ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।  ପଶ୍ଚିମ ମଧ୍ୟପ୍ରଦେଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷିବାର ସମ୍ଭାବନା ରହିଛି। ୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ…

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ପ୍ରବଳ ବର୍ଷା ସମ୍ଭାବନା, ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ଵର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହର ପ୍ରଭାବରେ ଆଜିଠୁ ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷିବ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାକୁ…

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡିଶାର ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ନଜରରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ,…

ରାଜ୍ୟରେ କାଳବୈଶାଖୀକୁ ନେଇ ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି, ସେପଟେ ୪୨ ଡିଗ୍ରୀ ପାର କଲା ଟିଟିଲାଗଡ଼ର ତାପମାତ୍ରା

କେନ୍ୟୁଜ୍ (ବ୍ୟୁରୋ): ରାଜ୍ୟରେ କାଳବୈଶାଖୀକୁ ନେଇ ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ଜନିତ ବର୍ଷା ଫଳରେ ରାଜ୍ୟରେ ଗତ ପ୍ରାୟ ସପ୍ତାହେ କାଳ ଧରି ଜାରି ଥିବା ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରୁ ରାଜ୍ୟବାସୀଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି।…

ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କଲା ପାଣି ପାଗ ବିଭାଗ, ଆସନ୍ତା କାଲି ଘଡଘଡି ସହ ବର୍ଷା

କେନ୍ୟୁଜ୍(ବ୍ୟୁରୋ): ୮ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କଲା ପାଣି ପାଗ ବିଭାଗ। କାଲି ସକାଳ ୮.୪୫ ମଧ୍ୟରେ  ଓଡିଶାର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କନାଳ ଓ ରାୟଗଡାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କି.ମି ବେଗରେ ପବନ ଓ ଘଡଘଡି ସହ…