Browsing Tag

yellow warning

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା,୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ…

ଆଜି ଠାରୁ ପାଞ୍ଚଦିନ ଯାଏ ଲାଗି ରହିବ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସହ ପଛକୁ ପଛ ଲଘୁଚାପ ପ୍ରଭାବରେ ରାଜ୍ୟ ବ୍ୟାପୀ ବିକ୍ଷିପ୍ତ ବର୍ଷା ଜାରି ରହିଛି। ଗତକାଲି ଉତ୍ତର ପଶ୍ଚିମ- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ…

ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା,୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି,…

୫ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ବର୍ଷା, ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଆଗାମୀ ୫ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୂମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ୧୨ଟି…

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୩ଟି ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୮ ତାରିଖ ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ବାତ୍ୟା କେଉଁଆଡେ ମୁହାଁଇବ କେତେ ତୀବ୍ରତା ରହିବ ତାର ପୂର୍ବାନୁମାନ ହୋଇନି। ଲଘୁଚାପ…

ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ: ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଖରାର ପ୍ରକୋପ ଜାରି। ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିଲେ ବି ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁର ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ସମ୍ବଲପୁରରେ ତାପମାତ୍ରା ୪୨.୨ ଡିଗ୍ରୀ ସେଲସିୟସ…

୨୮ ଯାଏ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୨୮ ଯାଏ ବର୍ଷା ସମ୍ଭାବନା । ରାଜ୍ୟର ଏକାଧିକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଜିଲ୍ଲାକୁ ୟେଲୋ…

ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ…

କେନ୍ୟୁଜ(ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ। ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା । ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ,…

ଶୀତରେ ଥରୁଛି ସାରା ଓଡ଼ିଶା, ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଜାଡ଼ରେ ଜଡ଼ସଡ଼ ଓଡ଼ିଶା । ହାଡ଼ ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ । ଆଜିଠୁ ଦୁଇ ଦିନ ଶୀତ ଲହରୀ । କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ଜାରି ରହିବ । ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ହ୍ରାସ ପାଇବ ରାତି ତାପମାତ୍ରା । ଶୀତ ଲହରି ନେଇ ଆଜି…

ଆଜିଠୁ ଓଡ଼ିଶା ଉପକୂଳରେ ବର୍ଷା ପବନ: ୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ବାତ୍ୟା ପ୍ରଭାବରେ ଆଜିଠୁ ଓଡ଼ିଶା ଉପକୂଳରେ ଆରମ୍ଭ ହେବ ବର୍ଷା ପବନ । ପ୍ରବଳ ବର୍ଷା ନେଇ ଆଜି ପାଇଁ ୩ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବ । ୨୪…

କାଲି ହେବ ପ୍ରବଳ ବର୍ଷା: ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ପାର୍ବଣରେ ଭିଜିବ ସାରା ଓଡିଶା। ଫିକା ପଡ଼ିବ ଦଶହରାର ମଜା। ଆସନ୍ତାକାଲି ଠାରୁ ଓଡ଼ିଶାରେ ବର୍ଷା ସମ୍ଭାବନା। କାଲି ଉତ୍ତରପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ କ୍ଷେତ୍ର। ଏହାର ପ୍ରଭାବରେ ବଢିବ ବର୍ଷା। କାଲି ପ୍ରବଳ ବର୍ଷା ପାଇଁ…

ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍): ଉତ୍ତର ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଆଡକୁ ମୁହାଁଇଛି। ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଆଜି ୭ଟି…