Browsing Tag

yellow warning

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ୨୪ ଘଣ୍ଟାରେ ରାଜ୍ୟରେ ବିକ୍ଷିପ୍ତ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୨୮ ତାରିଖରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ ଓ ୩୦ ତାରିଖରେ…

ମୌସୁମୀ ପ୍ରଭାବରେ ତୁହାକୁ ତୁହା ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ପ୍ରଭାବରେ ତୁହାକୁ ତୁହା ବର୍ଷା ଜାରି। ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,…

କାଲିଠୁ ରାଜ୍ୟରେ ୩ ଦିନ ଯାଏ ବର୍ଷା ସମ୍ଭାବନା ! ୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ଦୁଇ ଦିନ ଖରା ପାଗ ପରେ କାଲିଠୁ ପୁଣି ରାଜ୍ୟରେ ବର୍ଷା ହେବ । ୨୧ ତାରିଖରୁ ୩ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ରାଜଧାନୀରେ ଆଜି ପହାନ୍ତିଆରୁ…

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ : ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ଓ୍ଵାର୍ଣ୍ଣିଂ…

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୧.୫ କିଲୋମିଟ ଯାଏ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଛତିଶଗଡ଼ ଯାଏ ବ୍ୟାପିଛି ।…

ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜୁନ ୧ରୁ ଏଯାଏ ରାଜ୍ୟରେ ସ୍ୱାଭାବିକଠାରୁ ୪୦ ପ୍ରତିଶତରୁ କମ୍‌ ବର୍ଷା । ଏଯାଏ ୧୨୫.୧ ମିମି ବର୍ଷା ହୋଇଛି । ହେଲେ ଏହି ସମୟ ମଧ୍ୟରେ ୨୧୮.୨ ମିମି ବର୍ଷା ହେବା କଥା । ୩ ଜିଲ୍ଲାରେ କେନ୍ଦ୍ରାପଡ଼ା, ପୁରୀ ଓ ସୁନ୍ଦରଗଡ଼ରେ ସବୁଠୁ କମ୍‌ ବର୍ଷା ହୋଇଛି । ଆସନ୍ତା ୩…

୨୯ତାରିଖରୁ ବଢିବ ବର୍ଷାର ପରିମାଣ, ଆଗାମୀ ୨୪ ଘଣ୍ଟାରେ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଜୁନ ମାସରେ ରାଜ୍ୟରେ ନିଅଣ୍ଟିଆ ବର୍ଷା। ଜୁନ୧ରୁ ୨୭ ତାରିଖ ମଧ୍ୟରେ ରାଜ୍ୟରେ ୩୭ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଜୁନ ୨୭ ସୁଦ୍ଧା ରାଜ୍ୟରେ ୧୧୮.୧ମିମି ବର୍ଷା ହୋଇଛି। ଏହି ସମୟରେ ସ୍ୱାଭାବିକ ବୃଷ୍ଟିପାତ ପରିମାଣ ୧୮୬. ୧ମିମି ହୋଇଥାଏ। ମୌସୁମୀର ଆଗମନ ପରେ ଜୁନ…

ଆହୁରି ବଢିବ ଗରମ : ଆସନ୍ତା ୫ ଦିନ ନିସ୍ତାର ନାହିଁ, ଜାରି ହେଲା ହିଟ୍‌ ୱେଭ୍‌ ୱାର୍ଣ୍ଣିଂ

ଭୁବନେଶ୍ବର (କେନ୍ୟୁଜ୍‌): ଜଳୁଛି ସାରା ଓଡ଼ିଶା । ରାଜ୍ୟରେ ଆଉ ୫ ଦିନ ଗ୍ରୀଷ୍ମପ୍ରବାହ । ୩୦ ତାରିଖ ଯାଏ ନିସ୍ତାର ନାହିଁ। କିଛି ଜିଲ୍ଲାକୁ ଜାରି ହୋଇଛି ହିଟ୍‌ ୱେଭ୍‌ ୱାର୍ଣ୍ଣିଂ । ଆଜି ଦିନ ୨ ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୩.୬ ଡିଗ୍ରୀ ସେଲସିୟସ ରେକର୍ଡ…

ଆହୁରି ୪୮ ଘଣ୍ଟା ବର୍ଷିବ, ଆଜି ରାଜ୍ଯର ୧୧ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ବର୍ଷା । ଆହୁରି ୪୮ ଘଣ୍ଟା ବର୍ଷିବ । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଓଡ଼ିଶା ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏବେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୪୮ ଘଣ୍ଟା ଭିତରେ ଏହା…

ବଙ୍ଗୋପସାଗରରେ ଲଘୁଚାପ : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱେର (କେନ୍ୟୁଜ): ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର…

ରାଜ୍ୟର ବହୁ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ିର ଆଶଙ୍କା: ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଉତ୍ତର ପୂର୍ବ ବିହାରରୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ହୋଇଛି ଏକ ଟ୍ରପ୍‌ ଲାଇନ। ଏହାର ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ିର ଆଶଙ୍କା ରହିଛି। ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ପାଣିପାଗ ବିଜ୍ଞାନ କେନ୍ଦ୍ର…

ସକ୍ରିୟ ହେବାରେ ଲାଗିଛି ମୌସୁମୀ, ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(କେ ନ୍ୟୁଜ): ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁବା ପରେ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି । ଦକ୍ଷିଣ ଆରବ ସାଗର, ସେଣ୍ଟ୍ରାଲ ଆରବ ସାଗର ଓ ଲାକ୍ଷାଦ୍ୱୀପର ବାକି ଅଂଶକୁ ଛୁଇଁଛି ମୌସୁମୀ । ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ଏକ…

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କାଳ ବୈଶାଖୀ ସହ ବଜ୍ରପାତ ଆଶଙ୍କା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କାଳ ବୈଶାଖୀ ସହ ବଜ୍ରପାତ ଆଶଙ୍କା। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନ ଓ ଅବଶିଷ୍ଟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପାଇଁ ବାଲେଶ୍ୱର, ଭଦ୍ରକ,…