Below header
Browsing Tag

yoga day sand art

ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ଯୋଗ ଦିବସର ବାର୍ତ୍ତା: ୭ ଘଣ୍ଟାରେ ୧୭ ଫୁଟ ଓସାରର ବାଲୁକାକଳା ନିର୍ମାଣ କଲେ…

ପୁରୀ(କେନ୍ୟୁଜ): ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା। ଯୋଗ କରିବା ଦ୍ୱାରା ଆମେ ସମସ୍ତେ ସୁସ୍ଥ ରହିବା ବାର୍ତ୍ତା ଦେଇଛନ୍ତି ବାଲୁକାଶିଳ୍ପୀ ମାନସ ସାହୁ। ପୁରୀ ଲାଇଟ ହାଉସ ବେଳାଭୂମିରେ ଏହି ବାଲୁକାକଳା ନିର୍ମାଣ କରାଯାଇଛି। ବାଲୁକାକଳାରେ INTERNATIONAL…

ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟଙ୍କ ଦ୍ବାରା ବାଲୁକାକଳା

ପୁରୀ : ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା। ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏହି ବାଲୁକାକଳା ନିର୍ମାଣ କରି ସମସ୍ତଙ୍କୁ ଯୋଗ ଦିବସର ଶୁଭେଛା ଜଣାଇଛନ୍ତି। ସମସ୍ତେ ଯୋଗ କରି ନିଜକୁ ଓ ପରିବାରକୁ ସୁସ୍ଥ ରଖିବା ପାଇଁ ନିବେଦନ କରିଛନ୍ତି। ଏହି ବାଲୁକାକଳା…