Below header
Browsing Tag

Young man attacked

ବ୍ରହ୍ମପୁର : ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ , ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବ୍ରହ୍ମପୁର (କେନ୍ୟୁଜ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ବିଜିପୁର ଲକ୍ଷ୍ମୀ ସାହିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣର ଶୀକାର ହୋଇଛନ୍ତି ସ୍ଥାନୀୟ ଯୁବକ ଆରୁ ମହାରଣା। ଆକ୍ରମଣ ପରେ ଗୁରୁତର ଭାବେ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ।…