ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ, ଘରୋଇ ହସ୍ପିଟାଲରେ ନର୍ସ ଭାବେ କରୁଥିଲେ କାମ
କଟକ : କଟକ ଯୋବ୍ରା ସ୍ଥିତ ଏକ ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ । ଯୁବତୀଙ୍କ ବୟସ ୨୫ ବର୍ଷ । ତାଙ୍କ ଘର ବାଲେଶ୍ଵରରେ ବୋଲି ଜଣାପଡିଛି । ସେ କଟକର ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ କାମ କରୁଥିଲେ ।
ଆଜି ସକାଳେ ବାଥରୁମକୁ ଯାଇଥିଲେ । ବାଥରୁମ ଭିତରେ ବେକରେ ଗାମୁଛା ଲଗାଇ ଝୁଲି…