Below header
Browsing Tag

youth body was recovered

ମନ୍ଦିର ପରିସରରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ଜଳେଶ୍ବର (କେନ୍ୟୁଜ): ଜଳେଶ୍ବରରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ରେଳ ଷ୍ଟେସନ ନିକଟ କାଳି ମନ୍ଦିର ପରିସରରୁ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଉଦ୍ଧାର । ଆଜି ସକାଳେ ପୂଜକ ମନ୍ଦିରକୁ ପୂଜା କରିବାକୁ ଆସି ଥିବା ବେଳେ ଯୁବକଙ୍କ…

ରେଲୱେ ବ୍ରିଜ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ମିଳିନି ପରିଚୟ

ଟିଟିଲାଗଡ଼ (କେନ୍ୟୁଜ): ସଇଁନ୍ତଲା ଥାନା କମରଲଗା ଗାଁ ଲାଂଥ ନଦୀ ରେଲୱେ ବ୍ରିଜ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଟ୍ରେନରୁ ଖସି ମୃତ୍ୟୁ ହୋଇ ଥିବା ଆଶଙ୍କା କରାଯାଉଛି । ଏହା ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ଯୁବକଙ୍କ ନିକଟରୁ ଏକ…