Below header
Browsing Tag

youth congress leader

ଉତ୍ତରପ୍ରଦେଶ ଗଣଦୁଷ୍କର୍ମ ଘଟଣାରେ ଯୁବ କଂଗ୍ରେସ ପକ୍ଷରୁ ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ଓ ଯୋଗୀଙ୍କ କୁଶପୁତ୍ତଳିକା ଦାହ

ଯାଜପୁର(କେନ୍ୟୁଜ୍‌): ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଦେଶ ବ୍ୟାପି ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହିକ୍ରମରେ ଆଜି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଠାରେ ବଡ଼ଚଣା ଯୁବ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…