ସାବଧାନ ଫୋନରେ ଏହିସବୁ ଆପ୍ ଥିଲେ ବ୍ୟାଟେରୀ ହୋଇପାରେ ଖରାପ, ତୁରନ୍ତ ଜାଣି କରନ୍ତୁ ଡିଲିଟ
ଫୋନକୁ ସବୁବେଳେ ବ୍ୟବହାର କରିବା ଦ୍ବାରା ବ୍ୟାଟେରୀ ଜଲଦି ଶେଷ ହୋଇଯାଇଥାଏ ଏବଂ ବ୍ୟାଟେରୀ ମଧ୍ୟ ଖରାପ ହୋଇଥାଏ। କେବଳ ଫୋନର ବ୍ୟବହାର ନୁହେଁ ବରଂ ମୋବାଇଲରେ କିଛି ନିର୍ଦ୍ଧିଷ୍ଟ ଆପ ରହିବା ଦ୍ବାରା ଏହା ଶୀଘ୍ର ଖରାପ ହେବା ଦେଖାଯାଇଥାଏ। ଆଜିକାଲି ଦୁନିଆରେ ଲୋକମାନେ ସ୍ମାର୍ଟଫୋନ ବିନା ଗୋଟେ…