ଭୁବନେଶ୍ବରରେ ସାମାନ୍ୟ କମିଲା ପେଟ୍ରୋଲ-ଡିଜେଲ ଦର, ଚେକ୍ କରନ୍ତୁ ଆଜିର ନୂଆ ରେଟ୍ ?
ଆଜି ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି । ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ କୌଣସି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିନାହିଁ । କିଛି ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଥିବାବେଳେ, ଭୁବନେଶ୍ୱରରେ ଦାମ ପରିବର୍ତ୍ତିତ ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି ।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨…
Read More...