କମ୍ପୁଛି ମଇଦାନ : ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ନାମାଙ୍କନ ଭରିବେ ପ୍ରଣବ ପ୍ରକାଶ ଦାସ
ସମ୍ବଲପୁର (କେନ୍ୟୁଜ): ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ପ୍ରଣବ ପ୍ରକାଶ ଦାସ । ସମ୍ବଲପୁରରେ ବିରାଟ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିବେ ବିଜେଡି ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ। ବାଲିବନ୍ଧାରୁ ରାଲି କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ ପ୍ରଣବ । ସେଠାରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାକଲ କରିବେ।
୨୦୦୯ରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତିବିଜେଡି…
Read More...