ଦଶପଲ୍ଲାରେ ବିଜେଡିର ଆଶୀର୍ବାଦ ସମାବେଶ ଅନୁଷ୍ଠିତ
ଦଶପଲ୍ଲା(କେନ୍ୟୁଜ୍): ଦଶପଲ୍ଲାରେ ବିଜେଡିର ଆଶୀର୍ବାଦ ସମାବେଶ ଅନୁଷ୍ଠିତ। ଦଶପଲ୍ଲା ଏନଏସିର ତ୍ରିନାଥ ବଜାର ନିକଟରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ଆଶୀର୍ବାଦ ସମାବେଶ ଅନୁଷ୍ଠିତ ହୋଇଛି ସମାବେଶରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଗଣିଆ ବ୍ଲକ ଅଧ୍ୟକ୍ଷା ଝୁନା ଜେନା, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ଦଶପଲ୍ଲା NAC ଅଧ୍ୟକ୍ଷା ପୁନମ୍ ପ୍ରିୟଦର୍ଶିନୀଙ୍କ ସମେତ ବିଜେଡିର ବହୁ ନେତା ଓ କର୍ମୀ ଯୋଗ…
Read More...