ଆଜି ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲର ଶେଷ ଦିନ, ୪ ଲୋକସଭା ଆସନରେ ହେବ ଭୋଟିଂ
ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ପ୍ରଥପ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ଆସନରେ ଭୋଟିଂ ହେବ । ମେ ୧୩ରେ ହେବ ଭୋଟଗ୍ରହଣ । ୨୪ ତାରିଖ ସୁଦ୍ଧା ୪ଟି ଲୋକସଭା ଆସନ ପାଇଁ ମୋଟ ୫୫ ଜଣ ନାମାଙ୍କନ ଦାଖଲ କରିଛନ୍ତି । ସବୁଠାରୁ ଅଧିକ କଳାହାଣ୍ଡିରେ ୧୭ ଜଣ ପ୍ରାର୍ଥିପତ୍ର…
Read More...