ସ୍ଥିର ଅଛି ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେଉଁଠି କେତେ ରହିଛି
ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ଭୁବନେଶ୍ବରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସାକୁ ହ୍ରାସ ପାଇଛି।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ…
Read More...