ଉମରକୋଟ ଓ ଝରିଗାଁରେ ବିଜେଡିର ପ୍ରଚାର, ୯୦ ପ୍ରତିଶତ ଭୋଟରେ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କଲେ ପାଣ୍ଡିଆନ
ଉମରକୋଟ : ବିଜେଡିର ଟାର୍ଗେଟ ୯୦ ପ୍ରତିଶତ ଭୋଟ । ୯୦ ପ୍ରତିଶତ ଭୋଟରେ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିଜୟୀ କରାଇବାକୁ ଭୋଟରଙ୍କୁ ଅପିଲ କଲେ ପାଣ୍ଡିଆନ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜେଡିର ମୁଖ୍ୟ ନିର୍ବାଚନ ରଣନୀତିକାର କାର୍ତ୍ତିକ ପାଣ୍ଡିଆନ ।
ନବରଙ୍ଗପୁର ଲୋକସଭା ଆସନ ପାଇଁ ପ୍ରଚାର ବେଳେ ନାଁ ନନେଇ…
Read More...