ତାତିରେ ହନ୍ତସନ୍ତ ରାଜ୍ୟବାସୀ, ୧୧.୩୦ ସୁଦ୍ଧା ୩୬ ଡିଗ୍ରୀ ଟପିଲା ଭୁବନେଶ୍ୱରର ପାରଦ
ଭୁବନେଶ୍ୱର (କେନ୍ୟୁଜ): ଗତକାଲି ପରି ଆଜି ବି ପାରଦ ଉପରମୁହାଁ । ଆଜି ମଧ୍ୟ ଡହ ଡହ ଖରାରେ ସିଝୁଛନ୍ତି ରାଜଧାନୀବାସୀ । ସକାଳ ୮ଟା ପରେ ଘରୁ ବାହାରି କଷ୍ଟକର ହୋଇପଡ଼ିଛି । ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦିନ ୧୧ଟା ୩୦ ସୁଦ୍ଧା ଚାନ୍ଦବାଲିରେ ୩୬.୨ଡିଗ୍ରୀ…
Read More...