ରୋହିତ ଶର୍ମା ଏବଂ ଜୟ ଶାହଙ୍କ ଉପସ୍ଥିତିରେ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଟିମର ଜର୍ସି ଲଞ୍ଚ, ବିସିସିଆଇ ସେୟାର କଲା ଭିଡିଓ
ଆଇପିଏଲ ପରେ ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବ । ଜୁନ୍ ୨ରୁ ଆରମ୍ଭ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ପୂର୍ବରୁ ଭାରତୀୟ ଟିମର ଜର୍ସି ଲଞ୍ଚ ହୋଇଛି । ବିସିସିଆଇର ସାଧାରଣ ସମ୍ପାଦକ ଜୟ ଶାହ ଓ ଭାରତୀୟ ଟିମର ଅଧିନାୟକ ରୋହିତ ଶର୍ମା ଭାରତୀୟ କ୍ରିକେଟ ଟିମର ନୂଆ କିଟ ଲଞ୍ଚ କରିଛନ୍ତି । ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଆସନ୍ତା ଟି-୨୦ ବିଶ୍ୱକପରେ ଭାରତୀୟ ଟିମ ପିନ୍ଧିବାକୁ ଥିବା…
Read More...