କଣ ରହିଛି ଆଜିର ସୁନା ଦର, କିଣିବା ପୂର୍ବରୁ ଚେକ କରି ଜାଣି ନିଅନ୍ତୁ ଦାମ୍
ସାରା ଦେଶରେ ଏବେ ବିବାହର ଋତୁ ଚାଲିଛି । ଏହାରି ଭିତରେ ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି ସୁନା ଦର । ତେବେ ହଠାତ୍ ସୁନା ଦରର ଅହେତୁକ ବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୬୦ଟଙ୍କା ରହିଛି । ସେହିପରି…
Read More...