୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ, ୪୦ ଡିଗ୍ରୀ ଉପରେ ୧୮ ସହର
ଭୁବନେଶ୍ୱର : ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ଅତିଷ୍ଠ । ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର । ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି ୧୮ ସହରର ତାପମାତ୍ରା । ୪ ଦିନ ଯାଏ ତାତିରୁ ନିସ୍ତାର ନାହିଁ । ବିଭିନ୍ନ ସ୍ଥାନରେ ୪୦ ଉପରେ ପାରଦ ସମ୍ଭାବନା ।
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ୩ ଦିନ ଧରି…
Read More...